ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଲାଗି ରହିଛି। ସକାଳୁ ଅପରାହ୍ନ ଯାଏଁ ଟାଣ ଖରା ହେଉଥିବା ବେଳେ ଅଚାନକ କଳାହାଣ୍ଡିଆ ମେଘ ଘୋଟିଆସୁଛି। ଆଉ ଏହାପରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା -ପବନ ହେଉଛି। ତେବେ ... ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । କେନ୍ଦ୍ରାପଡ଼ା ସମେତ ଉତ୍ତର ଉପକୂଳ ଓଡ଼ିଶାର ଗୋଟିଏ ... Odisha Weather: Parad will fall after rain, cold wave to hit the stateଓଡ଼ିଶାକୁ ଛୁଇଁବ ପହିଲି ଶୀତ । ବର୍ଷା ପରେ ସମଗ୍ର ରାଜ୍ୟରେ କମିବ ତାପମାତ୍ରା, ଅନୁଭୂତି ହେବ ଶୀତର ପ୍ରକୋପ । ଆଜିଠୁ ବଦଳିବ ପାଗର ମିଜାଜ୍, ଅନୁଭବ ହେବ ଥଣ୍ଡା । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ରାଜ୍ୟର ଅନ୍ୟ ସ୍ଥାନରେ ବି ବର୍ଷା ସମ୍ଭାବନା ରହିଛି। ତେବେ ...